ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୬ ଗେଟ୍‌

ଧିରେ ଧିରେ ଜଳଭଣ୍ଡାର ମଧ୍ୟକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଉ ଥିବାରୁ ଏନେଇ ରବିବାର ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ଏକକାଳୀନ ୬ଟି ସ୍ଲୁଇସ୍‌ ଗେଟ୍‌ । ସକାଳ ୮ଟାରେ ପ୍ରଥମେ ୨ଟି ଓ ପରେ ସକାଳ ୧୧ଟାରେ ଆଉ ୪ଟି ଗେଟ୍ କୁ ବନ୍ଦ କରିଦିଆଯାଇଛି । ଏହାକୁ ମିଶାଇ ମୋଟ୍‌ ୬ଟି ସ୍ଲୁଇସ୍‌ ଗେଟ୍‌କୁ ବନ୍ଦ କରାଯାଇଛି ।

Hirakud

ବର୍ତ୍ତମାନ ମୋଟ୍‌ ୮ଟି ସ୍ଲୁଇସ୍‌ ଗେଟ୍‌ ମାଧ୍ୟମରେ ଜଳଭଣ୍ଡାରରୁ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି

ଦିନ ୧୨ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରର ଜଳପତ୍ତନ ୬୦୬. ୫୬ ଫୁଟ୍ ରହିଥିଲା । ଏହି ସମୟରେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରହାରି ୧ ଲକ୍ଷ ୫୪ ହାଜର ୧୨୬ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବାବେଳେ ଜଳଭଣ୍ଡାରରୁ ସମାନ ପରିମାଣର ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି ।

ଜଳଭଣ୍ଡାର ପାଣିପାଗ ନିମନ୍ତ୍ରଣ କକ୍ଷ ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଜଳଭଣ୍ଡାର ଉପରମୁଣ୍ଡରେ ୦୧.୦୪ ମିଲିମିଟର ଓ ତଳମୁଣ୍ଡରେ ୦୩.୯୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+