ବିଜେଡିର ନୂଆପଡ଼ା ବିଧାନସଭା ପ୍ରାର୍ଥୀ ହେଲେ ସ୍ନେହାଙ୍ଗିନୀ ଛୁରିଆ

ନୂଆପଡ଼ା ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ (ବିଜେଡି) ଆଜି ସନ୍ଧ୍ୟାରେ ପ୍ରାର୍ଥୀ ଘୋଷଣା କରିଛି। ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡିର ନୂଆପଡ଼ା ପ୍ରାର୍ଥୀ। ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ସନ୍ଧ୍ୟାରେ ନବୀନ ନିବାସଠାରେ ଏ ନେଇ ଘୋଷଣା କରିଛନ୍ତି।

bjd flag

ନୂଆପଡ଼ା ବିଧାନସଭା ଆସନରେ ପୂର୍ବରୁ ବିଜେପି ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିଥିବା ସମୟରେ କଂଗ୍ରେସ ଘାସିରାମ ମାଝୀଙ୍କୁ ମଇଦାନକୁ ଉତାରିଛି। ଏଥର ଉପନିର୍ବାଚନରେ ତ୍ରିମୁଖୀ ଲଢ଼େଇ ହେବା ନିଶ୍ଚିତ ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+