ତୃତୀୟ ଲିଙ୍ଗିଙ୍କ ପାଇଁ ସ୍ବତନ୍ତ୍ର କ୍ୟାଟେଗୋରୀ ରଖିବାକୁ ସବୁ ବିଭାଗକୁ ଚିଠି ଲେଖିଲା ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ବିଭାଗ

ତୃତୀୟ ଲିଙ୍ଗୀଙ୍କ ପାଇଁ ବଡ଼ ଘୋଷଣା। ନିଯୁକ୍ତି ବେଳେ ପରୀକ୍ଷା ନିୟମ ବଦଳିବ । ତୃତୀୟ ଲିଙ୍ଗୀଙ୍କ ପାଇଁ ରହିବ ସଂରକ୍ଷଣ ବ୍ୟବସ୍ଥା । ତୃତୀୟ ଲିଙ୍ଗୀ ସୁରକ୍ଷା ଆଇନ କାର୍ଯ୍ୟକାରୀ କରାଯିବ । ଆବେଦନ ଫର୍ମରେ ତୃତୀୟଲିଙ୍ଗୀଙ୍କ ପାଇଁ ସ୍ୱତନ୍ତ୍ର ସ୍ଥାନ ରହିବ । ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ କମିଶନର ତଥା ସଚିବ ଆର ଏସ ଗୋପାଳନ ଚିଠି ଲେଖିଛନ୍ତି। ସବୁ ବିଭାଗ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି ।

transgenders
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+