କଟକରେ ସୋସିଆଲ୍ ମିଡିଆ ଉପରେ କଟକଣା; ଆଜି ସଂଧ୍ୟା ୭ଟାରୁ ଆସନ୍ତାକାଲି ସଂଧ୍ୟା ୭ଟା ପର୍ଯ୍ୟନ୍ତ ‍‍ବନ୍ଦ

କଟକ ସହରରେ ସୋସିଆଲ୍ ମିଡିଆ ଉପରେ କଟକଣା । ଆଜି ସଂଧ୍ୟା ୭ଟାରୁ ଆସନ୍ତାକାଲି ସଂଧ୍ୟା ୭ଟା ପର୍ଯ୍ୟନ୍ତ କଟକଣା। ହ୍ବାଟ୍‌ସ ଆପ୍, ଫେସ୍‌ବୁକ୍‌, ଇନ୍‌ଷ୍ଟାଗ୍ରାମ୍‌, ସ୍ନାପ୍‌ଚାଟ୍ ଆଦି ୨୪ ଘଣ୍ଟା ପାଇଁ ବନ୍ଦ । ମୋବାଇଲ୍ ଇଣ୍ଟରନେଟ୍ ବାତିଲ୍ ନେଇ ଗୃହ ବିଭାଗ ପକ୍ଷରୁ ସୂଚନା ।

Social media restrictions in Cuttack
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+