କମ୍ବିଂ ବେଳେ ଏସଓଜି ଯବାନ-ମାଓବାଦୀ ଗୁଳି ବିନିମୟ; ଟଳିଲେ ୨ ମାଓବାଦୀ !

ବୌଦ୍ଧ: ଟଳିଲେ ୨ ମାଓବାଦୀ ! କମ୍ବିଂ ବେଳେ ଏସଓଜି ଯବାନ-ମାଓବାଦୀ ଗୁଳି ବିନିମୟ । କଣ୍ଟାମାଳ ଥାନା ପଢ଼େଲ ଡ୍ୟାମ୍‌ ନିକଟ ଜଙ୍ଗଲରେ ଏନକାଉଣ୍ଟର । ଦୀର୍ଘ ଏକ ଘଣ୍ଟାରୁ ଅଧିକ ସମୟ ହେବ ଚାଲିଛି ଗୁଳି ବିନିମୟ ।

Maoists killed

ଗୁଳି ବିନିମୟରେ ୨ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା । ଜଙ୍ଗଲରେ ୪୦ରୁ ୫୦ ମାଓବାଦୀ ଲୁଚି ରହିଥିବା ସନ୍ଦେହ । ଆଜି ସକାଳ ପ୍ରାୟ ୬ରୁ ୭ଟା ମଧ୍ୟରେ ଏସଓଜି ଯବାନ-ମାଓବାଦୀ ମୁହାଁମୁହିଁ ହୋଇଥିଲେ । ଏହି ଗୁଳିବିନିମୟରେ ୨ ମାଓବାଦୀ ନିହତ ହୋଇଥିବା ଜଣାପଡିଛି । ଏବେ ବି ସେଠାରେ ସର୍ଚ୍ଚ ଅପରେଶନ ଚାଲିଛି ।

ସୂଚନା ଯୋଗ୍ୟ, କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ ଅପରେଶନରେ ୨ ମାଓବାଦୀ ନିହତ ହୋଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+