Get Updates
Get notified of breaking news, exclusive insights, and must-see stories!

ବାତ୍ୟା ଦେଇ ଗଲା ଦୁଃଖ ; ବାତ୍ୟା ଯୋଗୁଁ ମୋଟ୍ ୩୫ ଲକ୍ଷ ୯୫ ହଜାର ଲୋକ ସମ୍ପୂର୍ଣ୍ଣ ପ୍ରଭାବିତ , ମନ୍ତ୍ରୀ

ବାତ୍ୟା ଦାନା ପ୍ରଭାବରେ ୧୪ ଜିଲ୍ଲା ର ପ୍ରାୟ ୧୦୮ ବ୍ଲକ ଅନ୍ତର୍ଗତ ୧୬୭୧ଟି ପଞ୍ଚାୟତ ପ୍ରଭାବିତ ହୋଇଛି। ୩୧ଟି ସହରାଞ୍ଚଳର ୪୨୬ ଓ୍ବାର୍ଡ ବାସୀନ୍ଦା ମଧ୍ୟ ବାତ୍ୟା ଯୋଗୁଁ ପ୍ରଭାବିତ ହୋଇଛନ୍ତି।

sureshpujari

ବାତ୍ୟା ଯୋଗୁଁ ମୋଟ୍ ୩୫ ଲକ୍ଷ ୯୫ ହଜାର ଲୋକ ସମ୍ପୂର୍ଣ୍ଣ ପ୍ରଭାବିତ ହୋଇଛନ୍ତି। ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ଆଜି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ବାତ୍ୟା ସମୟରେ ୮ ଲକ୍ଷ ୧୦ ହଜାର ୮୯୬ ଜଣଙ୍କୁ ସ୍ଥାନାନ୍ତର କରାଯାଇଥିଲା। ୧ ଲକ୍ଷ ୨୫ ହଜାର ୯୧ଟି ଘର କ୍ଷତିଗ୍ରସ୍ତ ହୋଇଛି। ୭୫୫ ଜଣଙ୍କୁ ପାଲ ବଣ୍ଟନ କରାଯାଇଛି। ସୋମବାର ଯଦି ପାଗ ଅନୁକୂଳ ରହେ ତେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କାଲି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିପାରନ୍ତି ବୋଲି ରାଜସ୍ଵ ମନ୍ତ୍ରୀ ସୂଚନା ଦେଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+