ମୋ ଝିଅକୁ ନେଇ ରାଜନୀତି ନ କରିବାକୁ ଅପିଲ୍ କଲେ ସୌମ୍ୟାଶ୍ରୀଙ୍କ ବାପା

ମୋ ଝିଅକୁ ନେଇ ରାଜନୀତି ନ କରିବାକୁ ଅପିଲ୍ କଲେ ସୌମ୍ୟାଶ୍ରୀଙ୍କ ବାପା । ମୋ ଝିଅ ଚାଲିଯାଇଛି, ତେଣୁ ତାକୁ ନେଇ ଆଉ ରାଜନୀତି କରନ୍ତୁ ନାହିଁ। ସରକାର ଘଟଣାକୁ ନେଇ ସମ୍ବେଦନଶୀଳ ଅଛନ୍ତି । କିଛି ଦାବି ପୂରଣ କରିଛନ୍ତି । ଆଉ କିଛି ଦାବି ପୂରଣ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।

ଗତକାଲି ରାଷ୍ଟ୍ରପତି ୧୦ ମିନିଟ୍‌ ମୋ ସହ ଆଲୋଚନା କରିଥିଲେ । ଝିଅ ବଞ୍ଚିବା ପାଇଁ ମଧ୍ୟ ରାଷ୍ଟ୍ରପତି ପ୍ରାର୍ଥନା କରିଥିଲେ। ସୌମ୍ୟାଶ୍ରୀଙ୍କ ବାପା। ନ୍ୟାୟ ନ ପାଇବା ପର୍ଯ୍ୟନ୍ତ ମୁଁ ଲଢ଼େଇ ଜାରି ରଖିବି କହିଲେ ।

Soumyashri s father appeals
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+