ସାରା ରାଜ୍ୟରେ ସକ୍ରିୟ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ; ଆଗାମୀ ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା

ସାରା ରାଜ୍ୟରେ ସକ୍ରିୟ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା। ଆଗାମୀ ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା । ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ଆଖପାଖରେ ସୃଷ୍ଟି ସମ୍ଭାବନା।

ଆସନ୍ତାକାଲି ବିଭିନ୍ନ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ଚେତାବନୀ। କାଲି ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ। ୧୪ ଜିଲ୍ଲାକୁ ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ୟେଲୋ ଆଲର୍ଟ ।

Southwest Monsoon active across the state
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+