ଆସନ୍ତା ୧୬ ତାରିଖରେ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି, ୧୮ରୁ ବିଧାନସଭା ମୌସୁମୀ ଅଧିବେଶନ

୧୬ରେ ସର୍ବଦଳୀୟ ବୈଠକ । ୧୮ରୁ ୨୫ ଯାଏ ବିଧାନସଭା ମୌସୁମୀ ଅଧିବେଶନ । ୧୬ରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ । ସୁରୁଖୁରରେ ବିଧାନସଭା ସାରିବା ନେଇ ହେବ ଆଲୋଚନା । ବିଧାନସଭାରେ ୭ଟି କାର୍ଯ୍ୟ ଦିବସ ରହିଛି ।

Speaker

ଅନ୍ୟପଟେ ବିଭାଗୀୟ ସଚିବମାନଙ୍କ ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଛି । ନିର୍ଦ୍ଦେଶନାମା ଜାରି କରିଛନ୍ତି ମୁଖ୍ୟ ଶାସନ ସଚିବ ବିଧାନସଭାରେ ଉତଥାପନ ପ୍ରସଙ୍ଗର ସମସ୍ତ ଉତ୍ତର ଠିକ ଭାବେ ଦିଆଯିବ । ଏ ନେଇ ବ୍ୟକ୍ତିଗତ ଧ୍ୟାନ ଦେବାକୁ ଅଫିସରଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ବିଭାଗୀୟ ସଚିବ ବିଦେଶ ଯାତ୍ରାରୁ ନିବୃତ୍ତ ରହିବାକୁ ନିର୍ଦ୍ଦେଶରେ କୁହାଯାଇଛି । ରାଜ୍ୟ ବାହାରକୁ ଗସ୍ତ ଯଥାସମ୍ଭବ ସୀମିତ କରିବାକୁ କୁହାଯାଇଛି । ସ୍ଥିର କରାଯାଇଥିବା ଗସ୍ତ କାର୍ଯ୍ୟକ୍ରମ ଘୁଞ୍ଚାଇବାକୁ ନିର୍ଦ୍ଦେଶନାମାରେ ଦର୍ଶାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+