ରଥ ଯାତ୍ରା ପାଇଁ ସବୁ ଜିଲ୍ଲାରୁ ଗଡିବ ସ୍ଵତନ୍ତ୍ର ବସ୍

ପ୍ରତି ଜିଲ୍ଲାରୁ ପୁରୀକୁ ଗଡ଼ିବ ବସ୍ । ରଥଯାତ୍ରା ପାଇଁ ପ୍ରଶାସନ ପକ୍ଷରୁ ଏ ପ୍ରକାର ନିଷ୍ପତ୍ତି ନିଆଯାଇଛି ।ଏ ସଂକ୍ରାନ୍ତରେ ପରିବହନ ମନ୍ତ୍ରୀ ବିଭୂତି ଜେନା ଦେଲେ ସୂଚନା । ୨୮ଟି ଜାଗାରେ ପାର୍କିଂ ବ୍ୟବସ୍ଥା କରିଛି ସ୍ଥାନୀୟ ପ୍ରଶାସନ ।

Special buse

୨୦୦ରୁ ଅଧିକ ଅଟୋ ମାଗଣା ସେବା ଯୋଗାଇବେ । ମାଗଣା ଭୋଜନ ବ୍ୟବସ୍ଥା ମଧ୍ୟ କରାଯାଇଛି । ଅନ୍ୟପଟେ ଘରୋଇ ବସ୍ ଚଢ଼ା ଦର କଲେ କାର୍ଯ୍ୟାନୁଷ୍ଟାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଚେତାବନୀ ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+