ସେପ୍ଟେମ୍ବର ୨୭ରେ ହେବ ସ୍ଵତନ୍ତ୍ର OTET ପରୀକ୍ଷା, ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା

ଆସନ୍ତା ୨୭ରେ ହେବ ସ୍ବତନ୍ତ୍ର OTET ପରୀକ୍ଷା । ଦୁଇ ଦୁଇ ଥର ପରୀକ୍ଷା ସ୍ଥଗିତ ହେବା ଏବେ ସେପ୍ଟେମ୍ବର ୨୭ରେ ପରୀକ୍ଷା ହେବ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟର ୭୫ ହଜାର ୪୦୩ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ଓଟିଇଟି ପରୀକ୍ଷା ଦେବେ । ପୂର୍ବରୁ ପ୍ରଶ୍ନପତ୍ର ପ୍ରଘଟ ପାଇଁ ସ୍ଥଗିତ ଥିଲା OTET ପରୀକ୍ଷା । ଲିକ୍ ହୋଇଥିବା ପ୍ରଶ୍ନପତ୍ର ପ୍ରକୃତ ପ୍ରଶ୍ନପତ୍ର ସହିତ ମେଳ ଖାଇବା ପରେ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ସ୍ଥଗିତ ରଖିଥିଲା । ସେପଟେ ସ୍ବତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଲିକ ମାମଲାରେ ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତିଙ୍କ ସମେତ ମୋଟ ୮ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ।

Special OTET exam
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+