ଅଗଷ୍ଟ ୩୧ ତାରିଖରେ ହେବ ସ୍ପେଶାଲ୍ OTET, ଅଗଷ୍ଟ ୨୨ରୁ ୱେବ୍‌ସାଇଟ୍‌ରେ ଉପଲବ୍ଧ ହେବ ଆଡ୍‌ମିଟ୍ କାର୍ଡ

ଅଗଷ୍ଟ ୩୧ ତାରିଖରେ ହେବ ସ୍ପେଶାଲ୍ ଓଟିଇଟି ପରୀକ୍ଷା। ସ୍ପେଶାଲ୍ ଓଟିଇଟି ନେଇ ବୋର୍ଡ ପକ୍ଷରୁ ସୂଚନା। ଦୁଇଟି ସିଟିଂରେ ହେବ ସ୍ପେଶାଲ୍ ଓଟିଇଟି ପରୀକ୍ଷା। ସକାଳ ୯ଟାରୁ ୧୧.୩୦ ଯାଏଁ ପେର୍ପ-୧ ଓଟିଇଟି ପରୀକ୍ଷା ହେବ। ଦିନ ୨ଟାରୁ ସାଢେ ୪ଟା ଯାଏଁ ପେର୍ପ-୨ ଓଟିଇଟି ପରୀକ୍ଷା ହେବ।

Special OTET

ଚଳିତ ମାସ ଅର୍ଥାତ ଅଗଷ୍ଟ ୨୨ରୁ ୱେବ୍‌ସାଇଟ୍‌ରେ ଉପଲବ୍ଧ ହେବ ଆଡ୍‌ମିଟ୍ କାର୍ଡ। ପ୍ରଶ୍ନପତ୍ର ଲିକ୍ ଯୋଗୁଁ ପୂର୍ବ ପରୀକ୍ଷା ବାତିଲ୍ ହୋଇଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+