ମହାପ୍ରଭୁଙ୍କ ସୁନାବେଶ ପାଇଁ ପୁରୀରେ ସ୍ଵତନ୍ତ୍ର ଟ୍ରାଫିକ ବ୍ୟବସ୍ଥା, ଜାଣନ୍ତୁ କେମିତି ଯିବେ ବଡ ଦାଣ୍ଡକୁ

ଆସନ୍ତାକାଲି ମହାପ୍ରଭୁଙ୍କ ସୁନାବେଶ । ମହଣ ମହଣ ସୁନାରେ ସଜେଇ ହେବେ ଶ୍ରୀଜୀଉ । ରଥରେ ଚତୁର୍ଦ୍ଧା ବିଗ୍ରହଙ୍କ ସୁନ୍ଦର ସୁନାବେଶ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ହେବ ।

Special traffic system in Puri for Lord s sunabesh

ଭିଡ଼ ନିୟନ୍ତ୍ରଣ ପ୍ରଶାସନ ପାଇଁ ଏକ ବଡ ଚ୍ୟାଲେଞ୍ଜ ହୋଇଛି। ଭକ୍ତଙ୍କ ପାଇଁ ସ୍ୱତନ୍ତ୍ର ଟ୍ରାଫିକ୍ ବ୍ୟବସ୍ଥା କରାଯାଇଛି । ପୂର୍ବଭଳି ମେଡିକାଲ ଛକରୁ ଚାଲି ଚାଲି ଯିବେ ଭକ୍ତ ।

ଏଥିପାଇଁ ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି । ମେଡିକାଲ ଛକରୁ ଶ୍ରୀମନ୍ଦିର ମଧ୍ୟରେ ବଡଦାଣ୍ଡକୁ ସଂଯୋଗ କରୁଥିବା ରାସ୍ତାକୁ ସିଲ କରାଯାଇଛି । ଆବଶ୍ୟକ ପଡିଲେ ଶ୍ରୀମାର୍ଗକୁ ବ୍ୟବହାର କରାଯିବ । ଅଧିକ ଭିଡ଼ ହେଲେ ଲୋକଙ୍କୁ ବାହାର କରିବା ପାଇଁ ସିଲ ହୋଇଥିବା ରାସ୍ତାକୁ ମଧ୍ୟ ବ୍ୟବହାର କରାଯିବ ବୋଲି କହିଛନ୍ତି ପୁରୀ ଏସପି ପିନାକ ମିଶ୍ର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+