Get Updates
Get notified of breaking news, exclusive insights, and must-see stories!

ଛଟ୍ ପୂଜା ପାଇଁ ପୁରୀରୁ ଚାଲିବ ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ୱର: ବିହାରର ଲୋକପ୍ରିୟ ପର୍ବ ଛଟ୍ ପୂଜା ପାଇଁ ଚାଲିବ ସ୍ୱତନ୍ତ୍ର ଟ୍ରେନ୍ । ଏହି ସ୍ୱତନ୍ତ୍ର ଟ୍ରେନ୍ ପୁରୀରୁ ପାଟନା ମଧ୍ୟରେ ଚଳାଚଳ କରିବ । ଟ୍ରେନ୍ ନମ୍ବର 08449 ପୁରୀ-ପାଟନା ସ୍ପେଶାଲ୍ ଟ୍ରେନ୍ ଭାବେ କରିବ ଚଳାଚଳ । ସୋମବାର ଏବଂ ବୁଧବାର (13 ଏବଂ 15 ନଭେମ୍ବର 2023 ) ଦିନ ପୁରୀ ରୁ ରାତି 11.30 ମିନିଟ ରେ ଛାଡି ପାଟନା ଅଭିମୁଖେ ଯାତ୍ରା କରିବ ।

Train

ଫେରିବା ମାର୍ଗରେ ଏହି ଟ୍ରେନ ପାଟନା ଠାରୁ 08450 ପାଟନା-ପୁରୀ ସ୍ପେଶାଲ୍ ଭାବରେ ଚଳାଚଳ କରିବ । ଏହା ମଙ୍ଗଳବାର ଏବଂ ଗୁରୁବାର(14 ଏବଂ 16 ନଭେମ୍ବର 2023) ସନ୍ଧ୍ୟା 6 ଟାରେ ପାଟନା ଠାରୁ ପୁରୀ ଅଭିମୁଖେ ଯାତ୍ରା କରିବ । ନିୟମିତ ଟ୍ରେନରେ ଯାତ୍ରୀମାନଙ୍କର ଅତିରିକ୍ତ ଭିଡ଼କୁ ଦୃଷ୍ଟିରେ ରଖି ଯାତ୍ରୀମାନଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଛଟ୍ ପୂଜା ପାଇଁ ପୁରୀ ଏବଂ ପାଟନା ମଧ୍ୟରେ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ନିଷ୍ପତ୍ତି ନିଆଯାଇଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+