ଶିକାରୀଙ୍କୁ ଧରିବାକୁ ଜଙ୍ଗଲରେ ଲାଗିବ ସ୍ପାଏ କ୍ୟାମେରା

ସାବାଡ଼ ହେବେ ଶିକାରୀ। ଶିକାରୀଙ୍କୁ ଧରିବାକୁ ଜଙ୍ଗଲରେ ଲାଗିବ ସ୍ପାଏ କ୍ୟାମେରା। ଏନେଇ ବନ ବିଭାଗ ଗୁରୁତ୍ୱ ଦେଉଥିବା ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ମଙ୍ଗଳବାର ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି।

Spy camera

ପାଇଲଟ ପ୍ରୋଜେକ୍ଟ ଭାବେ ଶିମିଳିପାଳ ଏବଂ ରାଉରକେଲାରେ ସ୍ପାଏ କ୍ୟାମେରା ଲାଗିଛି। ହେଲେ ଖୁବ୍‌ ଶ୍ରୀଘ୍ର ଡେବ୍ରିଗଡ଼ ଓ ଅନ୍ୟ ଅଭୟାରଣ୍ୟରେ ସ୍ପାଏ କ୍ୟାମେରା ଲାଗିବ ବୋଲି ମନ୍ତ୍ରୀ ଖୁଣ୍ଟିଆ କହିଛନ୍ତି। ଏପରିକି ଜଙ୍ଗଲ ଦେଇ ଯାଇଥିବା ରେଳ ଲାଇନରେ ମଧ୍ୟ ଏଆଇ କ୍ୟାମେରା ଲାଗିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+