ସମ୍ଭାବ୍ୟ ଅବପାତଜନିତ ବର୍ଷା ନେଇ ସତର୍କ କରାଇଲେ SRC, ୧୮ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ କଥା ହେଲେ SRC

ସମ୍ଭାବ୍ୟ ଅବପାତଜନିତ ବର୍ଷା ନେଇ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସତର୍କ କରାଇଛନ୍ତି SRC। ୧୮ ଜିଲାର ଜିଲାପାଳଙ୍କ ସହ କଥା ହୋଇଛନ୍ତି ଏସ୍‌ଆର୍‌ସି।

SRC

ଏହି ଜିଲାଗୁଡ଼ିକ ମଧ୍ୟରେ ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ବାଲେଶ୍ୱର, ଭଦ୍ରକ, ନୂଆପଡ଼ାରେ ଅବପାତଜନିତ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତି ନେଇ ଆଲୋଚନା କରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+