ଖୁବଶୀଘ୍ର ଭକ୍ତଙ୍କ ଦର୍ଶନ ପାଇଁ ଖୋଲିବ ଶ୍ରୀଗୁଣ୍ଡିଚା ମନ୍ଦିର

ଖୁବଶୀଘ୍ର ଖୋଲିବ ଶ୍ରୀଗୁଣ୍ଡିଚା ମନ୍ଦିର । ଭକ୍ତଙ୍କ ଦର୍ଶନ ପାଇଁ ଖୁବଶୀଘ୍ର ସରିବ କାର୍ଯ୍ୟ । ଖୁବଶୀଘ୍ର ସରିବ ଶ୍ରୀଗୁଣ୍ଡିଚା ମନ୍ଦିର ସଂରକ୍ଷଣ କାର୍ଯ୍ୟ । ମନ୍ଦିର ସଂରକ୍ଷଣ କାର୍ଯ୍ୟ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ସେ ଆହୁରି କହିଛନ୍ତି ଯେ, ସର୍ବସାଧାରଣ ଦର୍ଶନ ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯିବ । ଚଳିତ ମାସ ବସନ୍ତ ପଞ୍ଚମୀରୁ ଭକ୍ତଙ୍କ ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିର ଖୋଲିପାରେ । ଶ୍ରୀଗୁଣ୍ଡିଚା ମନ୍ଦିର ଖୋଲିବାର ପ୍ରଥମ ୩ ଦିନରେ ବିନା ଶୁଳ୍କରେ ଦର୍ଶନ କରିବେ ଭକ୍ତ । ପରେ ୧୦ଟଙ୍କା ଟିକଟ କାଟି ଦର୍ଶନ କରିବେ ଭକ୍ତ । ନାଟମଣ୍ଡପରେ ଶୀତତାପ ନୀୟନ୍ତ୍ରିତ କରିବା ପାଇଁ ଟେଣ୍ଡର ପ୍ରକ୍ରିୟା ସାରିଥିବା କହିଛନ୍ତି ଶ୍ରୀ ପାଢ଼ୀ ।

Srigundicha Temple
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+