ପୁଣି ଘାଇଲା କଲେ ଶ୍ରୀମୟୀ, କହିଲେ ଯେଉଁମାନେ ଆଗକୁ ଯିବାକୁ ହକ୍‌ଦାର ନେପୋଟିଜମ ପାଇଁ ପଛରେ

ପୁଣି ପୂର୍ବତନ ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ର ସ୍ୱଜନପୋଷଣ କଥା କହି ହଟଚମଟ ସୃଷ୍ଟି କରିଛନ୍ତି। ସେ ନିଜର ସୋସିଆଲ୍ ମିଡିଆ (ଫେସ୍‌ବୁକ୍‌)ରେ ଲେଖିଛନ୍ତି, ନେପୋଟିଜମ୍ ଅର୍ଥାତ୍ ସ୍ୱଜନପୋଷଣ, ଏକ ଏଭଳି ସାମାଜିକ ଓ ରାଜନୈତିକ ଅଭ୍ୟାସ, ଯାହା ଯୋଗ୍ୟତା ଓ ପ୍ରତିଭାକୁ ଅଣଦେଖା କରି ଆତ୍ମୀୟତା, ବନ୍ଧୁତ୍ୱ ବା ବ୍ୟକ୍ତିଗତ ସମ୍ପର୍କକୁ ଅଗ୍ରାଧିକାର ଦିଏ। ଏହା ସମାଜରେ ଅନେକ କ୍ଷେତ୍ରରେ, ଯଥା ରାଜନୀତି, ଶିକ୍ଷା, ଚାକିରି ଓ କଳା ଜଗତରେ, ପ୍ରକୃତ ହକଦାରଙ୍କୁ ସୁଯୋଗରୁ ବଞ୍ଚିତ କରିଛି। ଯେଉଁମାନେ ନିଜର କଠିନ ପରିଶ୍ରମ, ଦକ୍ଷତା ଓ ଯୋଗ୍ୟତା ବଳରେ ଆଗକୁ ବଢ଼ିବାର ଅଧିକାରୀ, ସେମାନେ ନେପୋଟିଜମ୍‌ର କବଳରେ ପଡ଼ି ପଛରେ ରହିଯାଆନ୍ତି। ଏହା ସମାଜରେ ଅସନ୍ତୋଷ, ଅନୈତିକତା ଓ ଅସମାନତାକୁ ମଧ୍ୟ ବୃଦ୍ଧି କରେ।

Srimayi

ନେପୋଟିଜମ୍ ଅର୍ଥାତ୍ ସ୍ୱଜନପୋଷଣ, ଏକ ଏଭଳି ସାମାଜିକ ଓ ରାଜନୈତିକ ଅଭ୍ୟାସ, ଯାହା ଯୋଗ୍ୟତା ଓ ପ୍ରତିଭାକୁ ଅଣଦେଖା କରି ଆତ୍ମୀୟତା, ବନ୍ଧୁତ୍ୱ ବା ବ୍ୟକ୍ତିଗତ ସମ୍ପର୍କକୁ ଅଗ୍ରାଧିକାର ଦିଏ। ଏହା ସମାଜରେ ଅନେକ କ୍ଷେତ୍ରରେ, ଯଥା ରାଜନୀତି, ଶିକ୍ଷା, ଚାକିରି ଓ କଳା ଜଗତରେ, ପ୍ରକୃତ ହକଦାରଙ୍କୁ ସୁଯୋଗରୁ ବଞ୍ଚିତ କରିଛି। ଯେଉଁମାନେ ନିଜର କଠିନ ପରିଶ୍ରମ, ଦକ୍ଷତା ଓ ଯୋଗ୍ୟତା ବଳରେ ଆଗକୁ ବଢ଼ିବାର ଅଧିକାରୀ, ସେମାନେ ନେପୋଟିଜମ୍‌ର କବଳରେ ପଡ଼ି ପଛରେ ରହିଯାଆନ୍ତି। ଏହା ସମାଜରେ ଅସନ୍ତୋଷ, ଅନୈତିକତା ଓ ଅସମାନତାକୁ ମଧ୍ୟ ବୃଦ୍ଧି କରେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+