ବଡ ସୂଚନା ଦେଲେ ରାଜ୍ୟ ବିଜେପି ପ୍ରଭାରୀ ବିଜୟ ପାଲ ସିଂହ ତୋମାର, କହିଲେ ମାର୍ଚ୍ଚରେ ମିଳିବ ନୂଆ ସଭାପତି
ବିଜେପି ରାଜ୍ୟ ସଭାପତି ଚୟନ ବିଳମ୍ବ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର । କହିଲେ ୩୧ ମାର୍ଚ୍ଚ ପୂର୍ବରୁ ବିଜେପି ରାଜ୍ୟ ସଭାପତି ନାଁ ହେବ ଘୋଷଣା । ରାଜ୍ୟ ବିଜେପି ସଭାପତି କିଏ ହେବେ, ଏପର୍ଯ୍ୟନ୍ତ ଦିଲ୍ଲୀରୁ କୌଣସି ନିର୍ଦେଶ ଆସିନାହିଁ ।

ଏନେଇ ଶୀଘ୍ର ନିର୍ଣ୍ଣୟ ନେବେ ବିଜେପି ଜାତୀୟ ନେତୃତ୍ବ। ୧୫ ମାର୍ଚ୍ଚ ପୂର୍ବରୁ ରାଜ୍ୟ ସଭାପତି ନିର୍ବାଚନ ପ୍ରକ୍ରିୟା ଶେଷ କରିବାକୁ କେନ୍ଦ୍ର ଏବଂ ଓଡିଶା ଦାୟିତ୍ୱରେ ଥିବା ସଞ୍ଜୟ ଜୟଶ୍ୱାଲଙ୍କ ସହ ଆମେ ଆଲୋଚନା କରାଯିବ ବୋଲି ପ୍ରଭାରୀ ବିଜୟ ପାଲ ସିଂ କହିଛନ୍ତି । ସେପଟେ ବିଭିନ୍ନ ବୋର୍ଡ ଏବଂ ନିଗମ ନିଯୁକ୍ତି ପାଇଁ ମଧ୍ୟ ପ୍ରକ୍ରିୟା ଆରମ୍ଭ ହୋଇଥିବା କହିଛନ୍ତି ରାଜ୍ୟ ପ୍ରଭାରୀ ।
More From
-
ରମେଶ ଜେନାଙ୍କ ନିଲମ୍ବନ ହଟିବ ନାହିଁ,ବିଧାୟକ ପଦ ରଦ୍ଦ ପାଇଁ ଚାର୍ଜସିଟ୍ ପ୍ରସ୍ତୁତ ହେଉଛି ; କହିଲେ ଭକ୍ତ -
ଏବେ ବି ପାଣ୍ଡିଆନଙ୍କ କବ୍ଜାରେ ବିଜେଡି କହି ବର୍ଷିଲେ ଦେବୀ ରଂଜନ ତ୍ରିପାଠୀ -
ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍ ଆମ୍ବାସଡର ହେଲେ ସୁଦର୍ଶନ ପଟ୍ଟନାୟକ -
ରେଢ଼ାଖୋଲରେରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର, ମେଡିକାଲରେ ଭର୍ତ୍ତି -
ଡମଣା ଓ ଭିଏସ୍ଏସ୍ ନଗର ହାଟ ହେବ ପ୍ଲାଷ୍ଟିକ ଫ୍ରି ମାର୍କେଟ, ଆରମ୍ଭ ହେଲେ ପ୍ରକ୍ରିୟା -
ମାର୍ଚ୍ଚ ସୁଦ୍ଧା ମାଲକାନଗିରିରୁ ଉଡ଼ିବ ବିମାନ -
ଆଜି ମହାପ୍ରଭୁଙ୍କ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ -
ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବିରୋଧୀଙ୍କ ହୋହଲ୍ଲା , ସାଢ଼େ ୧୧ଟା ଯାଏଁ ଗୃହ ମୁଲତବି -
ମାର୍ଚ୍ଚ ୨୨ ଯାଏ CPET ପରୀକ୍ଷା ଆବେଦନ ପାଇଁ ସମୟସୀମା ବୃଦ୍ଧି -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
ବଢୁଛି ଯୁଦ୍ଧ, ଇରାନର ତୈଳ ଟାଙ୍କି ଉପରେ ଆମେରିକାର ଆକ୍ରମଣ -
ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ୫ଦିନ ଝଡ଼ବର୍ଷା, ସତର୍କ ସୂଚନା ଜାରି












Click it and Unblock the Notifications