State Budget 2024; ଜାତୀୟ ସ୍ବାସ୍ଥ୍ୟ ମିଶନ ପାଇଁ ୨,୦୯୫ କୋଟି
ରାଜ୍ୟରେ ପ୍ରଥମ ଥର ପୂର୍ଣ୍ଣ ବହୁମତ ସହିତ କ୍ଷେମତାକୁ ଫେରିବା ପରେ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ବଜେଟ ଉପସ୍ଥାପନ କରିଛନ୍ତି।

ଏଥିରେ ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ ହୋଇଛି। ଯାହା ୨୦୨୩-୨୪ ତୁଳନାରେ ବଜେଟ ପରିମାଣ ୧୫% ଅଧିକ ଅଟେ।
ସାମଗ୍ରିକ ବିକାଶ ପ୍ରତି ଆମର ସଂକଳ୍ପ ଯୋଗୁଁ ଓଡ଼ିଶାବାସୀ ଆସ୍ଥା ପ୍ରକଟ କରିଛନ୍ତି। ସେହିପରି ଜାତୀୟ ସ୍ବାସ୍ଥ୍ୟ ମିଶନ ପାଇଁ ୨,୦୯୫ କୋଟି ଟଙ୍କା ବ୍ୟୟ ଅଟକଳ ହୋଇଛି ।












Click it and Unblock the Notifications