ଆଜି ବସିବ ରାଜ୍ୟ କ୍ୟାବିନେଟ୍ ଓ ମନ୍ତ୍ରୀ ପରିଷଦ ବୈଠକ

ଆଜି ରାଜ୍ୟ କ୍ୟାବିନେଟ୍ ଓ ମନ୍ତ୍ରୀ ପରିଷଦ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ । ସକାଳ ୧୦ଟାରେ କ୍ୟାବିନେଟ୍ ବୈଠକ ବସିବ ।

odisha

ସାଢ଼େ ୧୧ଟାରେ ମନ୍ତ୍ରୀ ପରିଷଦ ବୈଠକ ବସିବ ବୋଲି ସୂଚନା ମିଳିଛି । କ୍ୟାବିନେଟ୍ ବୈଠକରେ ପ୍ରାୟ ୮ରୁ ୧୦ ପ୍ରସ୍ତାବକୁ ମଞ୍ଜୁରୀ ମିଳିପାରେ । ମନ୍ତ୍ରୀ ପରିଷଦ ବୈଠକରେ ବିକଶିତ ଭାରତ ଓ ବିକଶିତ ଓଡ଼ିଶା ଭିଜନ୍ ନେଇ ବିସ୍ତୃତ ରିପୋର୍ଟ ଉପସ୍ଥାପନ କରାଯିବ ବୋଲି ସୂଚନା ମିଳିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+