Get Updates
Get notified of breaking news, exclusive insights, and must-see stories!

ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ୍ ଓ ମନ୍ତ୍ରୀ ପରିଷଦ ବୈଠକ

ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ୍ ଓ ମନ୍ତ୍ରୀ ପରିଷଦ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ ବୈଠକ । ରାଜ୍ଯ କ୍ୟାବିନେଟରେ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିପାରେ । ବିଧାନସଭାର ଶୀତକାଳୀନ ଅଧିବେଶନରେ ଉପସ୍ଥାପିତ ହେବାକୁ ଥିବା ଅତିରିକ୍ତ ବଜେଟକୁ ମିଳିବ ଅନୁମୋଦନ ।

State Cabinet and Council of Ministers meeting to be held tomorrow
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+