ରାଜ୍ୟ କ୍ୟାବିନେଟ ବୈଠକ ଆରମ୍ଭ nbsp;। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବୈଠକ। । ୯ଟି ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା । ଶୀତକାଳୀନ ଅଧିବେଶନ ସହ ଅତିରିକ୍ତ ବଜେଟକୁ ମିଳିବ ଅନୁମୋଦନ।