ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ, ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ହୋଇପାରେ ନିଷ୍ପତ୍ତି

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବୈଠକ ଆଜି ବସୁଛି । ସକାଳ ସାଢ଼େ ୧୧ଟାରେ ଏହି ବୈଠକ ବସିବ । ଏଥିରେ ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭର୍ଚୁଆଲ୍ ମୋଡରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ । ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ପରେ ବାଜିବ ମୋହର ।

state cabinet

୧୦ରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିପାରେ । ଏଥିରେ ପଞ୍ଚାୟତିରାଜ, ଅର୍ଥ, ରାଜସ୍ୱ, ପୂର୍ତ୍ତ ଓ ସାଧାରଣ ପ୍ରଶାସନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ରହିଥିବା ସୂଚନା ମିଳିଛି । ଭୁବନେଶ୍ୱରରେ ଥିବା ମନ୍ତ୍ରୀମାନେ ଲୋକସେବା ଭବନ ଓ ବାହାରେ ଥିବା ମନ୍ତ୍ରୀ ଜିଲ୍ଲା ମୁଖ୍ୟାଳୟରୁ ଭିଡିଓ କନଫରେନ୍ସିଂ ଜରିଆରେ କ୍ୟାବିନେଟ୍ ବୈଠକରେ ସାମିଲ ହେବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+