ସଂଧ୍ୟାରେ ରାଜ୍ୟ କ୍ୟାବିନେଟ ବୈଠକ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଶନିବାର ସଂଧ୍ୟାରେ ବସିବ ମନ୍ତ୍ରୀ ପରିଷଦ ବୈଠକ । ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ ଚିଠା ପ୍ରସ୍ତାବକୁ ଆଜି ମୋହର ମାରିବ ମନ୍ତ୍ରୀ ପରିଷଦ । ୨୦୨୬-୨୭ ଆର୍ଥିକ ବର୍ଷ ବଜେଟ ଚିଠା ପ୍ରସ୍ତାବକୁ ଏହି ବୈଠକରେ ମିଳିବ ଅନୁମୋଦନ । ସେହିପରି ଶନିବାର ସଂଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ ଏହି କ୍ୟାବିନେଟ ବୈଠକ । ତେବେ ବସିବାକୁ ଥିବା କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ ।

State Cabinet meeting
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+