୧୩ରେ ରାଜ୍ୟ କ୍ୟାବିନେଟ୍ ବୈଠକ
ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ ଦେଢ଼ମାସ ଧରି ଚାଲିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟବାସୀଙ୍କୁ କିଭଳି ମୌଳିକ ସୁବିଧା ସୁଯୋଗ ହାତପାଆନ୍ତାରେ ମିଳିବ ଏବଂ ଲୋକେ ବିଶେଷ ଭାବେ ଉପକୃତ ହୋଇପାରିବେ ତାହାକୁ ନେଇ ଫେବୃଆରୀ ୧୩ ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବାକୁ ରହିଛି।













Click it and Unblock the Notifications