ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ, ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଶୁକ୍ରବାର ଅପରାହ୍ନ ସାଢ଼େ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନର ତୃତୀୟ ମହଲାରେ ଅନୁଷ୍ଠିତ ହେବାକୁ ଥିବା କ୍ୟାବିନେଟ୍ ବୈଠକରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିପାରେ । ମିଳିଥିବା ସୂଚନା ଅନୁସାରେ ପଞ୍ଚାୟତିରାଜ ବିଭାଗ, ସାଧାରଣ ପ୍ରଶାସନ, ଅର୍ଥ ଓ ଜଳସମ୍ପଦ ବିଭାଗ ସମେତ ଅନ୍ୟ କେତେକ ବିଭାଗର ପ୍ରସ୍ତାବରେ ମୋହର ବାଜିପାରେ ।

State Cabinet meeting
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+