ଆସନ୍ତାକାଲି ବସିବ ରାଜ୍ୟ କ୍ୟବିନେଟ୍ ଓ ମନ୍ତ୍ରିପରିଷଦ ବୈଠକ, କାମଚଳା ବଜେଟ୍ କୁ ମିଳିପାରେ ମଞ୍ଜୁରୀ

ଭୁବନେଶ୍ୱର: ବିଧାନସଭା ବଜେଟ୍ ଅଧିବେଶନ ପୂର୍ବରୁ ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ । ସନ୍ଧ୍ୟା 7 ଟା ରେ ବସିବାକୁ ଥିବା ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିବ ।

Cabinet meeting

ଏଥିସହିତ କ୍ୟାବିନେଟ୍ ବୈଠକ ପରେ ମନ୍ତ୍ରିପରିଷଦ ବୈଠକ ବସିବ । ଏଥିରେ କାମଚଳା ବଜେଟକୁ ମଞ୍ଜୁରୀ ମିଳିବ ।

ଆସନ୍ତା 5 ତାରିଖରୁ ବିଧାନସଭା ଅଧିବେଶନ ଆରମ୍ଭ ହେଉଛି । ଏଥି ଲାଗି କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ ବେଶ୍ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+