ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ: ହୋଇପାରେ ବଡ଼ ଘୋଷଣା
Odisha News: ଆଜି ବସିବା ପାଇଁ ଯାଉଛି ରାଜ୍ୟ କ୍ୟାବିନେଟ୍ ବୈଠକ । ଲୋକସେବା ଭବନରେ ଦିନ ୧୧ ଟାରୁ ବୈଠକ ଆରମ୍ଭ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ହେବ ଏହି ବୈଠକ । ଏଥିରେ ବିଭିନ୍ନ ବିଭାଗର ୧୦ରୁ ଅଧିକ ପ୍ରସ୍ତାବ ଉପରେ ମୋହର ବାଜିପାରେ ।

ହେଲେ ଏପର୍ଯ୍ୟନ୍ତ କ୍ୟାବିନେଟ୍ ଏଜେଣ୍ତା ସମ୍ପର୍କରେ କୌଣସି ସଠିକ୍ ସୂଚନା ମିଳିପାରି ନାହିଁ । ହେଲେ ଆଶା କରାଯାଉଛି ଯେ, ନିର୍ବାଚନ ଆଚରଣ ବିଧି ଲାଗୁ ହେବା ପୂର୍ବରୁ ଆଜି ବୈଠକ ବସୁଥିବାରୁ ଏକାଧିକ ବିଭାଗର ପ୍ରସ୍ତାବରେ କ୍ୟାବେନେଟ୍ ମୋହର ମାରିବ ବୋଲି ଚର୍ଚ୍ଚା ହେଉଛି ।












Click it and Unblock the Notifications