ଆଜି ରାଜ୍ୟ କ୍ୟାବିନେଟ ବୈଠକ; ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ
ଆଜି ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଭୁବନେଶ୍ୱରର ଲୋକସେବା ଭବନରେ ପୂର୍ବାହ୍ନ 10ଟାରୁ ଏହି ବୈଠକ ଆରମ୍ଭ ହେବ। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହେବାକୁ ଯାଉଛି।

ସୂଚନା ଅନୁଯାୟୀ, ଶୁକ୍ରବାର ସକାଳ ୧୦ଟାରେ ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତା କରିବେ। ବିଭିନ୍ନ ବିଭାଗ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହୋଇପାରେ। ସେହିଭଳି ଆଗକୁ ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବ ପାଳନ ହେବାକୁ ଥିବାରେ କିଛି ବଡ଼ ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ଚର୍ଚ୍ଚା ହେଉଛି।












Click it and Unblock the Notifications