ଆସନ୍ତାକାଲି ରାଜ୍ୟ କ୍ୟାବିନେଟ୍ ବୈଠକ, ୭ ପ୍ରସ୍ତାବ ଉପରେ ବାଜିପାରେ ମୋହର
ରାଜ୍ୟର ସର୍ବାଙ୍ଗୀନ ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଆସନ୍ତା ୨୪ ତାରିଖରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟ ବୈଠକରେ ସାଧାରଣ ପ୍ରଶାସନ, ଅର୍ଥ, ସ୍ବାସ୍ଥ୍ୟ, ନଗର ଉନ୍ନୟନ ଓ ଜଳସମ୍ପଦ ଭଳି ବିଭିନ୍ନ ବିଭାଗର ପ୍ରାୟ ୭ଟି ପ୍ରସ୍ତାବ ଅନୁମୋଦନ ଅପେକ୍ଷାରେ ରହିଛି।













Click it and Unblock the Notifications