ଆସନ୍ତା ୧୩ ତାରିଖରେ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ; ୫ଟି ବିଭାଗର ପ୍ରାୟ ୭ଟି ପ୍ରସ୍ତାବ ଆସିବା ସମ୍ଭାବନା
ଆସନ୍ତା ୧୩ ତାରିଖରେ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମଧ୍ୟାହ୍ନ ୧୨ଟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଅଧ୍ୟକ୍ଷତାରେ ବୈଠକ । ବୈଠକରେ ୫ଟି ବିଭାଗର ପ୍ରାୟ ୭ଟି ପ୍ରସ୍ତାବ ଆସିବା ସମ୍ଭାବନା।
ପୂର୍ତ୍ତ, ଜଳସମ୍ପଦ, ନଗର ଉନ୍ନୟନ ଏବଂ ଆଇନ ବିଭାଗର ପ୍ରସ୍ତାବ ଆସିପାରେ । ପୂର୍ବ ଦିନ ୧୨ ତାରିଖରେ ସଚିବସ୍ତରୀୟ ବୈଠକ ହେବାର ସୂଚନା ।













Click it and Unblock the Notifications