୧୧ ଜିଲ୍ଲାରେ ୧୭ଟି ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ମଞ୍ଜୁରୀ

ରାଜ୍ୟ ସରକାର ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ ବୈଠକରେ ୧୭ଟି ପ୍ରକଳ୍ପକୁ ଅନୁମୋଦନ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଜ୍ୟରେ ୩୮୭୮.୮୬ କୋଟିର ପୁଞ୍ଜି ନିବେଶକୁ ମଞ୍ଜୁରୀ ମିଳିଛି। ୧୧ଟି ଜିଲ୍ଲାରେ ୧୭ଟି ପ୍ରକଳ୍ପ ନିର୍ମାଣ ହେବ। ଫଳରେ ୧୦ ହଜାର ୫୮୪ ନିଯୁକ୍ତି ସୃଷ୍ଟି ହେବ। ପ୍ଲାଷ୍ଟିକ, ଟେକ୍ସଟାଇଲ, ପର୍ଯ୍ୟଟନ କ୍ଷେତ୍ରରେ ପୁଞ୍ଜି ନିବେଶ ହେବ।

government

୧୧ଟି ଜିଲ୍ଲାରେ ୧୭ଟି ପ୍ରକଳ୍ପ ନିର୍ମାଣ ହେବ। ଫଳରେ ୧୦ ହଜାର ୫୮୪ ନିଯୁକ୍ତି ସୃଷ୍ଟି ହେବ। ପ୍ଲାଷ୍ଟିକ, ଟେକ୍ସଟାଇଲ, ପର୍ଯ୍ୟଟନ କ୍ଷେତ୍ରରେ ପୁଞ୍ଜି ନିବେଶ ହେବ।

ରାଜ୍ୟରେ ବେକାରୀ ସଂଖ୍ୟା ବଢିବାରେ ଲାଗିଛି। ଆବଶ୍ୟକତା ଅନୁସାରେ କଳକାରଖାନା ଓ ଶିଳ୍ପର ଅଭାବ ଦେଖାଯାଇଛି। ଓଡ଼ିଶାର ଯୁବପିଢ଼ି ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଛନ୍ତି। ରାଜ୍ୟରେ କଳକାରଖାନା ଗଢ଼ି ଉଠିଲେ ଯୁବପିଢ଼ିଙ୍କୁ ରୋଜଗାର ମିଳିପାରିବ। ବାହାର ରାଜ୍ୟକୁ ଯାଇ ସେଠାକାର ମାଲିକମାନଙ୍କ ଠାରୁ ଓଡ଼ିଆ ଯୁବକଯୁବତୀଙ୍କୁ ନିର୍ଯାତନାର ଶିକାର ହେବାକୁ ପଡ଼ିବ ନାହିଁ। ରାଜ୍ୟ ସରକାରଙ୍କ ୩୮୭୮.୮୬ କୋଟିର ପୁଞ୍ଜି ନିବେଶ କାର୍ଯ୍ୟରେ ପରିଣତ ହେଲେ ଯୁବପିଢ଼ି ଉପକୃତ ହେବେ। ବୋଲି ଆଶା କରାଯାଉଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+