ମହିଳାମାନଙ୍କୁ ବଡ ଉପହାର ଦେଲେ ରାଜ୍ୟ ସରକାର; ରାଜ୍ୟରେ ପ୍ରଥମ ଥର ପାଇଁ ଆୟୋଜନ ହେବ ସୁଭଦ୍ରା ଶକ୍ତି ମେଳା

ସୁଭଦ୍ରା ଯୋଜନା ପରେ ମହିଳାମାନଙ୍କୁ ଆଉ ଏକ ଖୁସି ଖବର ଦେଇଛନ୍ତି ସରକାର , ଏବେ ସୁଭଦ୍ରା ଯୋଜନା ପରେ ମହିଳା ମାନଙ୍କ ପାଇଁ ସରକାର ଆଣିଛନ୍ତି ସୁଭଦ୍ରା ଶକ୍ତି ମେଳା , ଏହି ମେଳା ରେ ମିଶନ ଶକ୍ତି ମାଆ ମାନେ ଯୋଗ ଦେବେ , ବର୍ତ୍ତମାନ ସୁଦ୍ଧା ଏହି ମେଳାର ନାମ ସୁଭଦ୍ରା ଶକ୍ତି ମେଳା ରଖାଯାଇଛି ଏହି ମେଳାରେ ମିଶନ ଶକ୍ତିର ନାମ ପରିବର୍ତ୍ତନ କରାଯାଇନି , ଆସନ୍ତାକାଲି ଠୁ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା ୨୦୨୫ ।

prabhati parida

ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ସ୍ଵୟଂ ସହାୟିକା ମହିଳା ଗୋଷ୍ଠୀ ଏବଂ ଉତ୍ପାଦକ ଗୋଷ୍ଠୀ ମାନଙ୍କ ଦ୍ଵାରା ପ୍ରଦତ୍ତ ସାମଗ୍ରୀର ପ୍ରଦର୍ଶନୀ ଓ ବିକ୍ର ହେବ । ମାର୍ଚ୍ଚ ୨ ଯାଏଁ ନଅ ଦିନ ଧରି ଚାଲିବ ଏହି ପ୍ରଦର୍ଶନୀ। ହସ୍ତଶିଳ୍ପ, ଟେରାକୋଟା, ବାଉଁଶ ଶିଳ୍ପ, ହସ୍ତତନ୍ତ ଏବଂ ଘରୋଇ ଆବଶ୍ୟକୀୟ ସାମଗ୍ରୀ ଠାରୁ ଆରମ୍ଭ କରି ଅନ୍ୟାନ୍ୟ ସାମଗ୍ରୀ ବିକ୍ରୀ ହେବ । ମିଲେଟ୍ ଭିତ୍ତିକ ଖାଦ୍ୟ ସହ ମହିଳାଙ୍କ ହାତ ତିଆରି ଖାଦ୍ୟ ପଦାର୍ଥ ଖାଇବାକୁ ମିଳିବ । ଏହା ସହ ରାଜ୍ୟବ୍ୟାପୀ ଅଂଶଗ୍ରହଣ ଓ ସମସ୍ତଙ୍କ ନିକଟରେ ପହଞ୍ଚିବା ପାଇଁ ଆଞ୍ଚଳିକ ମେଳା ଆୟୋଜନ ହେବ ।

ଏଥିସହ ଏହି ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି ସୁଭଦ୍ରା ଶକ୍ତି ମେଳା ୨୦୨୫। ଭୁବନେଶ୍ବରରେ ପ୍ରଥମ ଥର ପାଇଁ ଏଭଳି ଏକ ମେଳା ନୂଆ ସରକାରଙ୍କ ଦ୍ଵାରା ଆୟୋଜିତ ହେବ। ଏହି ମେଳାରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସିଥିବା ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ଉତ୍ପାଦକ ଗୋଷ୍ଠୀଙ୍କ ଅଂଶଗ୍ରହଣ କରିବା ସହ ପ୍ରାୟ ୩୦୦ ରୁ ଅଧିକ ଷ୍ଟଲ ମାଧ୍ୟମରେ ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କ ଦ୍ବାରା ପ୍ରସ୍ତୁତ ସାମଗ୍ରୀର ପ୍ରଦର୍ଶନୀ ହେବା ସହିତ ବିକ୍ରି ହେବ। ମାର୍ଚ୍ଚ ୨ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ନଅ ଦିନିଆ ଭବ୍ୟ ପ୍ରଦର୍ଶନୀରେ ବିଭିନ୍ନ ପ୍ରକାରର ହସ୍ତଶିଳ୍ପ ଏବଂ ଅର୍ଗାନିକ୍ ଉତ୍ପାଦ ପ୍ରଦର୍ଶିତ ହେବ,

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+