Get Updates
Get notified of breaking news, exclusive insights, and must-see stories!

ଅଧ୍ୟାପକ ଉପରେ ରାଜ୍ୟ ସରକାରଙ୍କ ବାଧ୍ୟତାମୂଳକ ଅବସର ଛାଟ, ୩୧ ସୁଦ୍ଧା ରିପୋର୍ଟ ଦାଖଲ ପାଇଁ କଲେଜ କର୍ତ୍ତୃପକ୍ଷଙ୍କୁ ଚିଠି

ଅଧ୍ୟାପକ ଉପରେ ରାଜ୍ୟ ସରକାରଙ୍କ ବାଧ୍ୟତାମୂଳକ ଅବସର ଛାଟ । ଉଚ୍ଚଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ଅଧ୍ୟାପକଙ୍କୁ ଚିହ୍ନଟ କରିବାକୁ ନିର୍ଦ୍ଦେଶ। କାର୍ଯ୍ୟଦକ୍ଷତା ଓ ଆଚରଣ ଯାଞ୍ଚ ପାଇଁ ଉଚ୍ଚଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶନାମା। ଜାନୁଆରୀ ୩୧ ସୁଦ୍ଧା ରିପୋର୍ଟ ଦାଖଲ ପାଇଁ କଲେଜ କର୍ତ୍ତୃପକ୍ଷଙ୍କୁ ଚିଠି । ଶିକ୍ଷା ମାନଦଣ୍ଡରେ ଉନ୍ନତି ସହ କାର୍ଯ୍ୟଶୈଳୀର ସମୀକ୍ଷା ପାଇଁ ପଦକ୍ଷେପ ।

professor
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+