ଆକ୍ସନ ମୁଡ଼ରେ ରାଜ୍ୟ ସରକାର; ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷ ପଦରୁ ବିଦା ହେଲେ ମନ୍ଦାକିନୀ

ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷ ହେଲେ ଦାୟିତ୍ୱମୁକ୍ତ। ଗୁରୁବାର ମନ୍ଦାକିନୀ କରଙ୍କୁ ଅଧ୍ୟକ୍ଷ ପଦରୁ ବହିଷ୍କାର କରାଯାଇଛି। ଏଥିସହିତ ଆୟୋଗର ୫ ସଦସ୍ୟ ମଧ୍ୟ ବହିଷ୍କୃତ ହୋଇଛନ୍ତି। ନଭେମ୍ବରରେ ରାଜ୍ୟ ସରକାର କାରଣ ଦର୍ଶାଅ ନୋଟିସ ଜାରି କରିଥିଲେ।

mohan charan majhi

ତାଙ୍କ ବିରୋଧରେ ଆସିଥିବା ଅଭିଯୋଗ ଆଧାରରେ କାରଣ ଦର୍ଶାଅ ହୋଇଥିଲା। ଏହା ବିରୋଧରେ ଅଧ୍ୟକ୍ଷା ଓ ସଦସ୍ୟ ହାଇକୋର୍ଟ ଯାଇଥିଲେ। ହାଇକୋର୍ଟ ଆବେଦନ ଖାରଜ କରିବା ପରେ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+