Get Updates
Get notified of breaking news, exclusive insights, and must-see stories!

ମାଓବାଦୀଙ୍କ ଆତ୍ମସମର୍ପଣ ରାଶି ବୃଦ୍ଧି କଲେ ରାଜ୍ୟ ସରକାର; ଲାଇଟ୍ ମେସିନ୍ ଗନ୍ ସହ ଆତ୍ମସମର୍ପଣ କଲେ ମିଳିବ ୪ ଲକ୍ଷ ୯୫ ହଜାର

ମାଓବାଦୀଙ୍କ ଆତ୍ମସମର୍ପଣ ରାଶି ବୃଦ୍ଧି କଲେ ରାଜ୍ୟ ସରକାର । ଲାଇଟ୍ ମେସିନ୍ ଗନ୍ ସହ ଆତ୍ମସମର୍ପଣ କଲେ ମିଳିବ ୪ ଲକ୍ଷ ୯୫ ହଜାର ଟଙ୍କା। ଏକେ ୪୭ ସହ ଆତ୍ମସମର୍ପଣ କଲେ ମିଳିବ ୩ ଲକ୍ଷ ୩୦ ହଜାର ଟଙ୍କା ।

SLR ସହ ଆତ୍ମସମର୍ପଣ କଲେ ମିଳିବ ୧ ଲକ୍ଷ ୬୫ ହଜାର ଟଙ୍କା । ୧୦ ଲକ୍ଷ ପୁରସ୍କାର ଥିବା ମାଓବାଦୀ ଆତ୍ମସମର୍ପଣ କଲେ ମିଳିବ ୫ ଲକ୍ଷ ଟଙ୍କା । ସେମାନଙ୍କ ନାଁରେ ଥିବା ସବୁ ଛୋଟମୋଟ ମାମଲା ପ୍ରତ୍ୟାହାର କରିବେ ସରକାର।

State government increases surrender amount for Maoists

ପଲିଟବ୍ୟୁରୋ, ସେଣ୍ଟ୍ରାଲ କମିଟି ମେମ୍ବରଙ୍କୁ ମିଳିବ ୧ କୋଟି ୧୦ ଲକ୍ଷ । ଷ୍ଟେଟ୍ କମିଟି, ସ୍ପେଶାଲ୍ ଜୋନାଲ୍ କମିଟି ସଦସ୍ୟଙ୍କୁ ମିଳିବ ୫୫ ଲକ୍ଷ ଟଙ୍କା । ରିଜିଓନାଲ୍ କମିଟି ସଦସ୍ୟଙ୍କୁ ୩୩ ଲକ୍ଷ, ଡିଭିଜନାଲ୍ କମିଟି ସଦସ୍ୟଙ୍କ ୨୭.୫ ଲକ୍ଷ ଟଙ୍କା। ଡିଭିଜନାଲ୍ କମିଟି ମେମ୍ବରଙ୍କୁ ମିଳିବ ୨୨ ଲକ୍ଷ ଟଙ୍କା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+