IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର । ଧରମ ହାଂସଦା ଜଙ୍ଗଲ ପରିବେଶ ବିଭାଗର ଯୁଗ୍ମ ସଚିବ ନିଯୁକ୍ତ। nbsp;ରୀନା ମହାପାତ୍ର ମତ୍ସ୍ୟ ଓ ପ୍ରାଣୀ ସଂପଦ ବିଭାଗର ଯୁଗ୍ମ nbsp;ସଚିବ nbsp;ନିଯୁକ୍ତ।