IPS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର,ପ୍ରତୀକ ସିଂ ହେଲେ ପୁରୀ ଏସପି
ରାଜ୍ୟ ସରକାର ଗୁରୁବାର ବରିଷ୍ଠ ଆଇପିଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି। ରାଜ୍ୟ ସରକାର ୧୭ ଜଣ ଆଇପିଏସ୍ ଓ ଜଣେ ଓଏଏସ୍ ଅଧିକାରୀଙ୍କୁ ବଦଳି କରିଛନ୍ତି। ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଏହି କ୍ରମରେ ସରକାର ପୁରୀ ଏସ୍ପିଙ୍କୁ ବଦଳି ହୋଇଛି। ଏଠାରେ ପିନାକ ମିଶ୍ରଙ୍କ ସ୍ଥାନରେ ପ୍ରତୀକ ସିଂହଙ୍କୁ ନୂଆ ଦାୟିତ୍ବ ମିଳିଛି।

ସନ୍ତୋଷ ବାର୍ଲା ହେଲେ ରାଜ୍ୟ ଫରେନସିକ୍ ଲାବୋରେଟୋରୀର ନିର୍ଦ୍ଦେଶକ । ଏସ୍ ପ୍ରବୀଣ କୁମାରଙ୍କୁ ଆଇଜି ପୋଲିସ ପ୍ରୋଭିଜନିଙ୍ଗ ଦାୟିତ୍ବ ।
ସେହିପରି ସଞ୍ଜୟ କୁମାର କୌଶଲଙ୍କୁ EOWର ଆଇଜି ଦାୟିତ୍ବ । ଗଜଭିଏ ସତୀଶ କୁମାର ହେଲେ ସ୍ପେଶାଲ ଆର୍ମଡ୍ ପୋଲିସର IG । ସଞ୍ଜୟ କୁମାର କୌଶଲ EOW ଆଇଜି । ପ୍ରତୀକ ସିଂ ହେଲେ ପୁରୀ ଏସ୍ପି । ପ୍ରତ୍ୟୁଷ ଦିବାକର ହେଲେ ବାଲେଶ୍ବର ଏସ୍ପି । ବୀନିତ ଅଗ୍ରୱାଲ କଟକ ଗ୍ରାମାଞ୍ଚଳ ଏସ୍ପି । ରାଜ ପ୍ରସାଦ ସ୍ପେଶାଲ ବ୍ରାଞ୍ଚ୍ ଏସ୍ପି । ଜି ରେଡ୍ଡୀ ରାଘବେନ୍ଦ୍ର ଝାରସୁଗୁଡ଼ା ଏସ୍ପି । ଅଙ୍କିତ କୁମାର ବର୍ମା ଜଗତସିଂହପୁର ଏସ୍ପି । ଅମ୍ରିତପାଲ ସିଂ ନୂଆପଡ଼ା ଏସ୍ପି । ଅମ୍ରିତପାଲ କୌର ସୁନ୍ଦରଗଡ଼ ଏସ୍ପି । ଭବାନୀ ଶଙ୍କର ଉଦ୍ଗାତା- ରେଲୱେ, କଟକ ଏସ୍ପି ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications