IPS ସ୍ତରରେ ଅଦଳ ବଦଳ କଲେ ରାଜ୍ୟ ସରକାର, ଅଖିଳେଶ୍ବର ସିଂ ହେଲେ ସ୍ବତନ୍ତ୍ର ଗୁଇନ୍ଦା ଶାଖା DIG

ଆଇପିଏସ୍‍ ସ୍ତରରେ ବଡ ଧରଣର ଅଦଳବଦଳ ହୋଇଛି । ଆଜି ଗୃହ ବିଭାଗ ତରଫରୁ ଏନେଇ ବିଜ୍ଞପ୍ତି ପ୍ରକାଶ କରାଯିବା ସହିତ ଆଇପିଏସ୍ ସ୍ତରରେ ଅଦଳବଦଳ ନେଇ ସୂଚନା ଦିଆଯାଇଛି । ସଞ୍ଜୀବ ପଣ୍ଡା ହୋଇଛନ୍ତି ଏଡିଜି ନକ୍ସଲ ବିରୋଧୀ ଅପରେସନ୍‍ । ଅଖିଳେଶ୍ୱର ସିଂ ହେଲେ ସ୍ୱତନ୍ତ୍ର ଗୁଇନ୍ଦା ଶାଖା ଡିଆଇଜି, କନୱୀ ବିଶାଲ ସିଂ ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ଭାବେ ନିଯୁକ୍ତ ହୋଇଛନ୍ତି ।

IPS
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+