ଖୁବ୍‌ଶୀଘ୍ର କରୋନା ମାର୍ଗଦର୍ଶିକା ଆଣିପାରନ୍ତି ରାଜ୍ୟ ସରକାର, ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଖୁବ୍‌ଶୀଘ୍ର କରୋନା ମାର୍ଗଦର୍ଶିକା ଆଣିପାରନ୍ତି ରାଜ୍ୟ ସରକାର । ରାଜ୍ୟରେ କୋଭିଡ୍ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି' । ପ୍ରତିଦିନ କିଛି କିଛି ରୋଗୀ ଚିହ୍ନଟ ହେଉଛନ୍ତି' । ବର୍ତ୍ତମାନ ସୁଦ୍ଧା ୭ ଆକ୍ରାନ୍ତ ସୁସ୍ଥ ହେଲେଣି' । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩ ରହିଛି' । ରାଜ୍ୟ ସରକାର ଖୁବ୍‌ଶୀଘ୍ର ମାର୍ଗଦର୍ଶିକା ଆଣିପାରନ୍ତି'। ଏନେଇ ପ୍ରତିକ୍ରିୟା ରଖିଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ।

corona

ଆଜି ରାଜ୍ୟରେ ଆଉ ୭ନୂଆ କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦କୁ ବୃଦ୍ଧି ହୋଇଛି । ସେଥିରୁ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୧୬ଜଣ, କଟକରେ ୯ଜଣ, ପୁରୀ, ଜଗତସିଂହପୁର, କେନ୍ଦୁଝର, ସୁନ୍ଦରଗଡ ଓ ବାଲେଶ୍ୱରରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେପଟେ ଦେଶରେ କରୋନା ଉପରମୁହାଁ ହୋଇଛି । ୫ହଜାର ୩୬୪ରେ ପହଂଚି ଆକ୍ଟିଭ କେସ୍‍ । ସୁସ୍ଥ ହୋଇଛନ୍ତି ୪ହଜାର ୭୨୪ଜଣ । ଗତ ୨୪ଘଣ୍ଟାରେ ୪୮୯ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮ଜଣଙ୍କ ମୃତ୍ୟୁ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+