ବରିଷ୍ଠ IPS ଅଧିକାରୀଙ୍କୁ ପଦୋନ୍ନତି ଦେଲେ ରାଜ୍ୟ ସରକାର
ବରିଷ୍ଠ ପୋଲିସ ଅଧିକାରୀଙ୍କ ପାଇଁ ଖୁସି ଖବର। ପଦୋନ୍ନତି ଦେଲେ ରାଜ୍ୟ ସରକାର। କେନ୍ଦ୍ରୀୟ ଡେପ୍ୟୁଟେସନରେ ଥିବା ଆଇପିଏସ୍ ଅଧିକାରୀମାନେ ମଧ୍ୟ ପଦୋନ୍ନତି ହାସଲ କରିଛନ୍ତି ।
IPS ସତ୍ୟଜିତ ନାୟକ, IPS ଉମାଶଙ୍କର ଦାସଙ୍କୁ ଆଇଜି ପାହ୍ୟାକୁ ପଦୋନ୍ନତି ମିଳିଛି । ସେହିପରି କେନ୍ଦ୍ରୀୟ ଡେପୁଟେସନରେ ଯାଇଥିବା IPS ପ୍ରକାଶ ଆର, IPS ଅନୁପମା ଜେମସ ଏବଂ IPS ଏଲ ଦିବ୍ୟା ଭିଙ୍କୁ ଆଇଜି ପାହ୍ୟାକୁ ପଦୋନ୍ନତି ମିଳିଛି ।

ଆଇଜି ଏସ୍ ସାଇନିଙ୍କୁ ଅତିରିକ୍ତ ଡିଜି ପାହ୍ୟା, ଆଇପିଏସ୍ ମଡକର ସନ୍ଦୀପ ସମ୍ପତଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ମିଳିଛି । କେନ୍ଦ୍ରୀୟ ଡେପୁଟେସନରେ ଥିବା ଆଇପିଏସ୍ ସୁଧାଂଶୁ ଶେଖର ମିଶ୍ରଙ୍କୁ ମଧ୍ୟ ଡିଆଇଜି ପାହ୍ୟାକୁ ପଦୋନ୍ନତି କରାଯାଇଥିବାବେଳେ କେନ୍ଦ୍ରୀୟ ଡେପୁଟେସନରେ ଥିବା ସୂର୍ୟା ଥାଙ୍କାପାନଙ୍କୁ ମଧ୍ୟ ଅତିରିକ୍ତ ଡିଜି ପାହ୍ୟାକୁ ପଦୋନ୍ନତି କରାଯାଇଛି ।
ସେହିଭଳି ସିଦ୍ଧାର୍ଥ କଟାରିଆ, ପ୍ରହଲ୍ଲାଦ ସାହାଇ ମୀନା ଏବଂ ସ୍ୱାଥି ଏସ କୁମାରଙ୍କୁ IPS ରେ ଜୁନିଅର ପ୍ରଶାସନିକ ଗ୍ରେଡକୁ ପଦୋନ୍ନତି ମିଳିଛି । ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି ।
More From
-
ଆଗାମୀ ୨ ଦିନ ମଧ୍ୟରେ ବଢ଼ିବ ଦିନ ତାପମାତ୍ରା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ -
ଲୋକସେବା ଭବନରେ ଖାଲି ପଡିଛି ବଡ଼ ବାବୁଙ୍କ ପଦବୀ -
ରାଜ୍ୟର ୮୬ ଜେଲ୍ରେ ଅଛନ୍ତି ୧୮ ହଜାର ୧୭୬ ଜଣ କଏଦୀ, ୧୭ଜଣ ଫେରାର୍ -
ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ , ସ୍ଵାଭାବିକ ଚାଲିଛି ପ୍ରଶ୍ନକାଳ -
୪ଜିଲାକୁ ବିଜୁଳି, ଘଡ଼ଘଡ଼ି ସତର୍କତା -
ପୁଣି ବଦଳିଲା ସୁନା-ରୁପା ଦର : ଆଜି ଏତିକି.... -
ଭକ୍ତଙ୍କୁ ଏବେ ନବୀନ ଭୂତ ଲାଗିଛି, ୧୬ ସେ ଭୂତ ଛାଡ଼ିଯିବ ; ବାବୁ ସିଂ -
ଯଥେଷ୍ଟ ତେଲ ଅଛି କହିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମୁହାମୁହିଁ ହେବେ ଶାସକ- ବିରୋଧୀ, ଆଜିଠୁ ପୁଣି କମ୍ପିବ ବିଧାନସଭା -
କାହିଁକି ଏହି ଦୁଇ ଦେବତା ଶନିଦେବ ଏବଂ ଯମମହାରାଜ କଳା ପୋଷାକ ପିନ୍ଧନ୍ତି, ଏହି ରଙ୍ଗର କ'ଣ ମହତ୍ତ୍ୱ ଅଛି ?












Click it and Unblock the Notifications