Get Updates
Get notified of breaking news, exclusive insights, and must-see stories!

IAS ସ୍ତରରେ ପୁଣି ଅଦଳବଦଳ କଲେ ରାଜ୍ୟ ସରକାର, ୧୩ IASଙ୍କୁ ନୂଆ ଦାୟିତ୍ୱ

ରାଜ୍ୟ ସରକାର ଆଜି ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଏହି ବିଜ୍ଞପ୍ତି ଅନୁସାରେ ୧୩ ଜଣ ଆଇଏଏସ୍‌ ଅଧିକାରୀଙ୍କର ବଦଳି ହୋଇଛି।

୨୦୦୫ ବ୍ୟାଚ୍‌ର ଆଇଏଏସ୍ ଅଧିକାରୀ ତଥା ବିଏମ୍‌ସି କମିସନର ରାଜେଶ ପ୍ରଭାକର ପାଟିଲଙ୍କୁ ସମବାୟ ସଚିବ ଭାବେ ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି। ବିଜୟ କେତନ ଉପାଧ୍ୟାୟ: ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ। ସମର୍ଥ ବର୍ମା: ଲଘୁ ଖଣିଜ ଦ୍ରବ୍ୟ ବିଭାଗର ନିର୍ଦ୍ଦେଶକ। ଦୀପଙ୍କର ମହାପାତ୍ର: ହକି ଉନ୍ନୟନ କାଉନସିଲର ମୁଖ୍ୟ ନିର୍ବାହୀ ଅଧିକାରୀ (ସିଇଓ)।

ias

ପ୍ରେକ୍ଷା ଅଗ୍ରୱାଲ: ଧର୍ମଗଡ଼ ଉପଜିଲ୍ଲାପାଳ। ପ୍ରଣୀତା ଦାସ: ବାଲିଗୁଡ଼ା ଉପଜିଲ୍ଲାପାଳ। କସ୍ତୁରୀ ପଣ୍ଡାଙ୍କୁ କରଞ୍ଜିଆ ଉପଜିଲ୍ଲାପାଳ। ଅଭିଷେକ ଦିଲୀପ ଦୁଡହାଲଙ୍କୁ ଗୁଣୁପୁର ଉପଜିଲ୍ଲାପାଳ। ଅସ୍ନୀ ଏ ଏଲ୍‌ଙ୍କୁ ନବରଙ୍ଗପୁର ଉପଜିଲ୍ଲାପାଳ। ସି. ସରବଣାଙ୍କୁ କୁଚିଣ୍ଡା ଉପଜିଲ୍ଲାପାଳ। ତେଜସ୍ବିନୀ ବେହେରାଙ୍କୁ ସୁନ୍ଦରଗଡ଼ ଉପଜିଲ୍ଲାପାଳ। ଶିବ ମାଲବ୍ୟଙ୍କୁ ଆନନ୍ଦପୁର ଉପଜିଲ୍ଲାପାଳ।ଅବିନାଶ କୁମାରଙ୍କୁ ବ୍ରହ୍ମପୁର ଉପଜିଲ୍ଲାପାଳ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+