ରାଜ୍ୟ ସରକାରଙ୍କ ବଡ ଘୋଷଣା; ପୁଣି ବଢ଼ିଲା ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନର ମାନ
ସ୍କୁଲ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଲେ ରାଜ୍ୟ ସରକାର। ପ୍ରଥମରୁ ପଞ୍ଚମ ପିଲାଙ୍କ ପାଇଁ ୭.୬୪ ପଇସାକୁ ବଢ଼ିଲା। ପୂର୍ବରୁ ପ୍ରଥମରୁ ପଞ୍ଚମ ପିଲାଙ୍କ ପାଇଁ ୫ ଟଙ୍କା ୯୦ ପଇସା ଥିଲା। ସେହିପରି ଷଷ୍ଠରୁ ଅଷ୍ଟମ ଛାତ୍ରଛାତ୍ରୀଙ୍କ ପାଇଁ ୧୦ ଟଙ୍କା ୯୪ ପଇସାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୮ ଟଙ୍କା ୮୨ ପଇସା ଥିଲା।













Click it and Unblock the Notifications