ଅଫିସରଙ୍କ ଆର୍ଥିକ କ୍ଷମତା ବଢାଇବାକୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି, କ୍ୟାବିନେଟ୍ ଅନୁମୋଦନକୁ ଆଉ ଅପେକ୍ଷା କରିବାକୁ ହେବ ନାହିଁ
ଅଫିସରଙ୍କ ଆର୍ଥିକ କ୍ଷମତା ବଢାଇବାକୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି। ୧୯୭୮ ମସିହା ଆର୍ଥିକ କ୍ଷମତା ପ୍ରତିନିଧିତ୍ଵ ନିୟମାବଳୀରେ ସଂଶୋଧନ କରାଯାଇଛି ।ପ୍ରଶାସନିକ ସ୍ତରରେ ବିଭିନ୍ନ ପଦାଧିକାରୀଙ୍କ ଖର୍ଚ୍ଚ କ୍ଷମତା ବୃଦ୍ଧି।
କ୍ୟାବିନେଟ୍ କିମ୍ୱା ମନ୍ତ୍ରୀଙ୍କ ଅନୁମୋଦନକୁ ଆଉ ଅପେକ୍ଷା କରିବାକୁ ହେବ ନାହିଁ। ଏବେ ପ୍ରକଳ୍ପ ଅର୍ଥ ମଞ୍ଜୁର କରିପାରିବେ ବିଭାଗୀୟ ସଚିବ ଓ ଜିଲ୍ଲାପାଳ।

More From
-
IPL 2026 : କିଙ୍ଗସ୍ ବନାମ କିଙ୍ଗସ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଚେନ୍ନାଇ, ପଞ୍ଜାବ ପାଇଁ ଚିନ୍ତା ବ୍ୟାଟରଙ୍କ ଫର୍ମ୍ -
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
Adani Ports ର ବଡ଼ ରେକର୍ଡ: 500 ମିଲିୟନ୍ ଟନ୍ କାର୍ଗୋ ପାର, 2030 ମଧ୍ୟରେ 1 ବିଲିୟନ୍ ଟନ୍ ଲକ୍ଷ୍ୟ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
ଶନିବାର ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର -
IPL 2026: ପଞ୍ଜାବର ଦ୍ବିତୀୟ ବିଜୟ, ଧୋନୀଙ୍କ ଅନୁପସ୍ଥିତିରେ ପୁଣି ହାରିଲା CSK






Click it and Unblock the Notifications