Get Updates
Get notified of breaking news, exclusive insights, and must-see stories!

ଛତିଶଗଡ ଯିବେ ରାଜ୍ୟ ସରକାରଙ୍କ ମହାନଦୀ କମିଟି,୨୩ରେ ବସିବ ସର୍ବଦଳୀୟ ବୈଠକ

ଛତିଶଗଡ ଯିବେ ରାଜ୍ୟ ସରକାରଙ୍କ ମହାନଦୀ କମିଟି । ବୈଠକ ପରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ସୂଚନା ଦେଇଛନ୍ତି । କହିଛନ୍ତି, ଜାନୁଆରୀ ୩୧ ଓ ଫେବୃଆରୀ ୧ ତାରିଖରେ ଗସ୍ତ କରିବ କମିଟି । ତା ପୂର୍ବରୁ ୨୩ ତାରିଖରେ ବସିବ ସର୍ବଦଳୀୟ ବୈଠକ । ନିଷ୍କର୍ସ ଆଧାରରେ ଛତିଶଗଡରେ ପକ୍ଷ ରଖିବେ ସରକାର ।

kv singh

ଫେବୃଆରୀ ୭ରେ ମହାନଦୀ ଟ୍ରିବ୍ୟୁନାଲର ପରବର୍ତ୍ତୀ ଶୁଣାଣି । ଛତିଶଗଡ ସରକାରଙ୍କ ସହ ଟ୍ରିବ୍ୟୁନାଲଙ୍କ ନିକଟରେ ପକ୍ଷ ରଖିବେ ସରକାର । ୧୨ ମାର୍ଚ୍ଚ ୨୦୧୮ରେ ଗଠନ ହୋଇଥିଲା ଟ୍ରିବ୍ୟୁନାଲ, ୧୩ ମାର୍ଚ୍ଚରେ ଅବଧି ସରିବ । ସୂଚନାଥାଉକି, ଆଜି ମହାନଦୀ ବିବାଦକୁ ନେଇ କମିଟି ବୈଠକ ବସିଥିଲା ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+