Get Updates
Get notified of breaking news, exclusive insights, and must-see stories!

କୋଭିଡର ସ୍ଥିତି ଉପରେ ରାଜ୍ୟ ସରକାର ରଖିଛନ୍ତି ତୀକ୍ଷ୍ଣ ନଜର

ଆଜି ଗଚ୍ଚମାଧ୍ୟମ ପ୍ରଶ୍ନର ଉତ୍ତର ଦେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶୀସନ ସଚିବ ଅଶ୍ୱତୀ ଏସ୍ ଜନସାଧାରଣଙ୍କୁ କୋଭିଡ୍ ବିଷୟରେ ଭୟଭୀତ ନ ହେବା ପାଇଁ ଉପଦେଶ ଦେଇଛନ୍ତି । ରାଜ୍ୟ ସରକାର କୋଭିଡ୍ ଘଟଣା ଉପରେ ତୀକ୍ଷ୍ଣ ଦୃଷ୍ଟି ରଖିଛନ୍ତି ଏବଂ ଯେକୌଣସି ସ୍ଥିତିର ମୁକାବିଲା ପାଇଁ ପୂର୍ଣ ସଜାଗ ଅଛନ୍ତି ।

୨୦୨୦-୨୧ ମସିହାରେ କୋଭିଡ୍ ନିୟନ୍ତ୍ରଣ ପରଠାରୁ ଦେଶର ବିଭିନ୍ନ ରାଜ୍ୟରେ କାଁଭାଁ କୋଭିଡ୍ ଲକ୍ଷଣ ଥିବା ରୋଗ ଦେଖାଯାଉଛି । ଏହି ରୋଗର ଭୟଭୟତାକୁ ପୂର୍ଣ ନିୟନ୍ତ୍ରଣରେ ରଖାଯାଇଛି । ଜନସାଧାରଣଙ୍କର ଟୀକାକରଣ ଏବଂ ଲଗାତର ସରକାରୀ ପ୍ରଚେଷ୍ଠା ଯୋଗୁ ଓଡିଶାରେ କୋଭିଡ୍ ପୂର୍ଣ ନିୟନ୍ତ୍ରଣାଧୀନ ଅଛି।

Covid-19

ସେ ଆହୁରି ମଧ୍ୟ କହିଛନ୍ତି ଯେ କାଁଭାଁ କୋଭିଡ୍ ଲକ୍ଷଣ ଥିବା ରୋଗ ଅନ୍ୟ ରୋଗଗୁଡିକ ପରି ପ୍ରାୟ ଅନେକ ସମୟରେ ଲକ୍ଷ୍ୟ କରାଯାଉଛି; ଏବଂ ସେ ସବୁ କେସକୁ ନିର୍ଦ୍ଧାରିତ ପ୍ରୋଟୋକଲ ଅନୁସାରେ ଚିକିତ୍ସା କରାଯାଉଛି । ଜାତୀୟ ରୋଗ ନିୟନ୍ତ୍ରଣ କେନ୍ଦ୍ର ଏବଂ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମାନକ ଅନୁସାରେ ଏହି କେସ, ଗୁଡ଼ିକ ପୂର୍ବରୁ ଜଣାଥୁବା ଅପେକ୍ଷାକୃତ ଧୀର ପ୍ରଜାତିର ଭୂତାଣୁ । ଏଗୁଡିକ ଅତି ଗୁରୁତର ରୋଗ ସୃଷ୍ଟି କରନ୍ତି ନାହିଁ । ଏହି ସବୁ କେସର ନିରୂପଣ ଏବଂ ଚିକିତ୍ସା ନିମନ୍ତେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପୂର୍ବ ପ୍ରସ୍ତୁତ ଅଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+