ପୁରୀ ଦଳାଚକଟା ଘଟଣାରେ ରାଜ୍ୟ ମାନବାଧିକାର କମିଶନଙ୍କ ନୋଟିସ୍
ପୁରୀ ଦଳାଚକଟା ଘଟଣାରେ ରାଜ୍ୟ ମାନବାଧିକାର କମିଶନଙ୍କ ନୋଟିସ୍ । ପୁରୀ ଜିଲ୍ଲାପାଳ ଓ ଏସ୍ପିଙ୍କୁ ଜବାବ ତଲବ କଲେ କମିଶନ ।ଆହତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ସରକାରଙ୍କୁ ନିର୍ଦ୍ଦେଶ । ବାକି ରଥଯାତ୍ରା ସଠିକ୍ ଢଙ୍ଗରେ ସମାପନ ପାଇଁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ।













Click it and Unblock the Notifications