ରାଜ୍ୟସ୍ତରୀୟ ପୋଲିସ ପଦକ ପ୍ରଦାନ ସମାରୋହ: ସାହସିକତା ପାଇଁ ୬ ଜଣଙ୍କୁ ରାଷ୍ଟ୍ରପତି ପଦକ

ସ୍ବାଧୀନତା ଦିବସ ପାଳନ ଅବସରରେ ରାଜ୍ୟସ୍ତରୀୟ ପୋଲିସ ପଦକ ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଛି। ସାହସିକତା ପାଇଁ ୬ ଜଣଙ୍କୁ ରାଷ୍ଟ୍ରପତି ପଦକ ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ପଦକ ପ୍ରଦାନ କରିଛନ୍ତି। ଆର୍ମଡ ପୋଲିସ ଏସ୍‌ଆଇ ଗିରୀଶ ମାଝୀ, ଏସ୍‌ଓଜି ହାବିଲଦାର ପବିତ୍ର ସାହୁ, ହାବିଲଦାର ଉମେଶ ମୁଣ୍ଡା, ଏସ୍‌ଓଜି କମାଣ୍ଡୋ ପୀତାମ୍ବର ସତନାମ, ଓଏସ୍‌ଏପି କମାଣ୍ଡୋ କବି ରାଉତ, ଏସ୍‌ଓଜି କମାଣ୍ଡୋ ସୁଶାନ୍ତ ସାଗର, ବଲାଙ୍ଗୀର ଖପ୍ରାଖୋଲରେ ମାଓବାଦୀ ବିରୋଧୀ ଅପରେଶନରେ ସଂପୃକ୍ତ ଥିଲେ।

State-level Police Medal Award Ceremony

ସେହିପରି ବିଶିଷ୍ଟ ସେବା ପାଇଁ ୨ ଜଣଙ୍କୁ ରାଷ୍ଟ୍ରପତି ପଦକ ମିଳିଛି। ଭିଜିଲାନ୍ସ ଅଧୀକ୍ଷକ ସରୋଜ ସାମଲ, କନଷ୍ଟେବଳ ସତ୍ୟବାଦୀ ମଲିକଙ୍କୁ ଏହି ପଦକ ମିଳିଛି। ଉଲ୍ଲେଖନୀୟ ସେବା ପାଇଁ ୧୧ ଜଣଙ୍କୁ ପଦକ ପ୍ରଦାନ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+