ଡିଜେ ଗାଡ଼ି ପାଇଁ ରାଜ୍ୟ ପରିବହନ ପ୍ରାଧିକରଣର କଟକଣା , ନିୟମ ଭାଙ୍ଗିଲେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଲା STA

ଡିଜେ ଗାଡ଼ି ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ(STA)ର କଟକଣା । ମୂଳଢାଞ୍ଚାକୁ ବେଆଇନ ପରିବର୍ତ୍ତନ ବିରୋଧରେ ସର୍କୁଲାର ଜାରି । ଗାଡ଼ିର ମୂଳ ଢାଞ୍ଚାରେ ପରିବର୍ତ୍ତନ ଓ ନିୟମ ଉଲ୍ଲଙ୍ଘନ କଲେ ହେବ ଆକ୍ସନ୍ । ନିର୍ଦ୍ଧାରିତ ସୀମା ପାର ଶବ୍ଦ ଏବଂ ଆଲୋକ ବ୍ୟବସ୍ଥା ଉପରେ କଟକଣା । ଆଇନ ଅନୁଯାୟୀ ଜରିମାନା ସହ ପଞ୍ଜୀକରଣ ଓ ଫିଟନେସ୍ ରଦ୍ଦ ହେବ । ଯାନରେ ଡିଜେ ସିଷ୍ଟମ, ଆମ୍ପ୍ଲିଫାୟର୍, ମିକ୍ସର, ଲେଜର ଲାଇଟ୍ କଣ୍ଟ୍ରୋଲର୍ ବେଆଇ । ସାର୍ବଜନୀନ ସ୍ଥାନରେ ବେଆଇନ ବ୍ୟବହାର ବିରୋଧରେ ବି ଚେତାବନୀ ।

dj

ଡିଜେ ଗାଡ଼ିର ଶବ୍ଦ, ଆଲୋକ ଅନ୍ୟ ସଡ଼କ ବ୍ୟବହାରକାରୀଙ୍କ ପାଇଁ ବିପଦ ।ଲୋକଙ୍କ ସୁରକ୍ଷା ପାଇଁ ଏହି ଅସୁରକ୍ଷିତ ଡିଜେ ଗାଡ଼ିକୁ ରୋକିବା ଆବଶ୍ୟକ । ପାର୍ବଣ ଋତୁରେ ଏଭଳି ବେଆଇନ ଯାନକୁ ବ୍ୟବହାର ନକରିବାକୁ ଅନୁରୋଧ । ଏଥିସହ ପୋଲିସ ବିଭାଗର ମଧ୍ୟ ସହଯୋଗ ଲୋଡ଼ିଲା STA । ସମସ୍ତ RTOଙ୍କୁ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଲା STA । ଡିଜେ ଗାଡ଼ି ଜବତ ସହ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+